20ଭାଇମାନେ ସମସ୍ତେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। ପବିତ୍ର ଚୁମ୍ବନ ଦେଇ ପରସ୍ପରକୁ ନମସ୍କାର କର।
21ମୁଁ ପାଉଲ ନିଜ ହାତରେ ଲେଖି ନମସ୍କାର ଜଣାଉଅଛି।
22ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ।
23ମାରାନାଥା। ପ୍ରଭୁ ଯୀଶୁଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ;
24ଖ୍ରୀଷ୍ଟ ଯୀଶୁଙ୍କଠାରେ ମୋହର ପ୍ରେମ ତୁମ୍ଭ ସମସ୍ତଙ୍କ ସହବର୍ତ୍ତୀ।