୧ କରିନ୍ଥୀୟ 16

କିନ୍ତୁ ମୁଁ ପେଣ୍ଟିକଷ୍ଟ ପର୍ଯ୍ୟନ୍ତ ଏଫିସରେ ରହିବି;

1 Corinthians 16:8 (UKJV) But I will tarry at Ephesus until Pentecost.

6ଆଉ, ହୋଇପାରେ ତୁମ୍ଭମାନଙ୍କ ସାଙ୍ଗରେ କିଛି ସମୟ ରହିବି, କିମ୍ବା ଶୀତକାଳ ମଧ୍ୟ ଯାପନ କରିବି, ଯେତେବେଳେ ମୁଁ ଯେଉଁ ସ୍ଥାନକୁ ଯିବି, ସେହି ସ୍ଥାନକୁ ଯିବା ପାଇଁ ତୁମ୍ଭେମାନେ ମୋତେ ବାଟ ବଳାଇଦେବ।

7କାରଣ ଏଥର ବାଟରେ ଯିବା ସମୟରେ ତୁମ୍ଭମାନଙ୍କ ସହିତ ସାକ୍ଷାତ କରିବାକୁ ମୁଁ ଇଚ୍ଛା କରୁ ନାହିଁ, ଯେଣୁ ପ୍ରଭୁ ଅନୁମତି ଦେଲେ ତୁମ୍ଭମାନଙ୍କ ସାଙ୍ଗରେ କିଛି କାଳ ରହିବାକୁ ଆଶା କରୁଅଛି।

8କିନ୍ତୁ ମୁଁ ପେଣ୍ଟିକଷ୍ଟ ପର୍ଯ୍ୟନ୍ତ ଏଫିସରେ ରହିବି;

9କାରଣ ଫଳପ୍ରଦ କାର୍ଯ୍ୟ ନିମନ୍ତେ ମୋʼ ପାଇଁ ପ୍ରଶସ୍ତ ଦ୍ୱାର ଉନ୍ମୁକ୍ତ ରହିଅଛି, ବିପକ୍ଷମାନେ ମଧ୍ୟ ଅନେକ ଅଛନ୍ତି।

10ଯଦି ତୀମଥି ଯାଆନ୍ତି, ତେବେ ଯେପରି ନିର୍ଭୟରେ ତୁମ୍ଭମାନଙ୍କ ମଧ୍ୟରେ ରୁହନ୍ତି, ସେ ବିଷୟରେ ମନୋଯୋଗ କର, କାରଣ ମୁଁ ଯେପରି, ସେ ମଧ୍ୟ ସେହିପରି ପ୍ରଭୁଙ୍କ କାର୍ଯ୍ୟ କରନ୍ତି,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.