୧ କରିନ୍ଥୀୟ 4

ତୁମ୍ଭମାନଙ୍କର ଇଚ୍ଛା କଅଣ? ମୁଁ ବେତ ଘେନି ତୁମ୍ଭମାନଙ୍କ ପାଖକୁ ଆସିବି ନା ପ୍ରେମ ଓ ମୃଦୁତାର ଆତ୍ମା ଘେନି ଆସିବି?

1 Corinthians 4:21 (UKJV) What will all of you? shall I come unto you with a rod, or in love, and in the spirit of meekness?

19କିନ୍ତୁ ଯଦି ପ୍ରଭୁ ଇଚ୍ଛା କରନ୍ତି, ମୁଁ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ଆସିବି; ପୁଣି, ଯେଉଁମାନେ ଗର୍ବ କରୁଅଛନ୍ତି, ସେମାନଙ୍କର ବାକ୍ୟ ନୁହେଁ, କିନ୍ତୁ ଶକ୍ତି ବୁଝିନେବି!

20କାରଣ ଈଶ୍ବରଙ୍କ ରାଜ୍ୟ ବାକ୍ୟରେ ନୁହେଁ, ମାତ୍ର ଶକ୍ତିରେ ପ୍ରକାଶ ପାଏ।

21ତୁମ୍ଭମାନଙ୍କର ଇଚ୍ଛା କଅଣ? ମୁଁ ବେତ ଘେନି ତୁମ୍ଭମାନଙ୍କ ପାଖକୁ ଆସିବି ନା ପ୍ରେମ ଓ ମୃଦୁତାର ଆତ୍ମା ଘେନି ଆସିବି?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.