୧ କରିନ୍ଥୀୟ 8

ଦେବପ୍ରସାଦ ସମ୍ବନ୍ଧରେ ମୋହର ଉତ୍ତର ଏହି, ଆମ୍ଭ ସମସ୍ତଙ୍କର ଜ୍ଞାନ ଅଛି ବୋଲି ତୁମ୍ଭେମାନେ ଯାହା କହୁଅଛ, ତାହା ଆମ୍ଭେମାନେ ଜାଣୁ। ଜ୍ଞାନ ଅହଙ୍କାର ଜନ୍ମାଏ, କିନ୍ତୁ ପ୍ରେମରୁ ନିଷ୍ଠା ଜାତ ହୁଏ।

1 Corinthians 8:1 (UKJV) Now as concerning things offered unto idols, we know that we all have knowledge. Knowledge puffs up, but love edifies.

1ଦେବପ୍ରସାଦ ସମ୍ବନ୍ଧରେ ମୋହର ଉତ୍ତର ଏହି, ଆମ୍ଭ ସମସ୍ତଙ୍କର ଜ୍ଞାନ ଅଛି ବୋଲି ତୁମ୍ଭେମାନେ ଯାହା କହୁଅଛ, ତାହା ଆମ୍ଭେମାନେ ଜାଣୁ। ଜ୍ଞାନ ଅହଙ୍କାର ଜନ୍ମାଏ, କିନ୍ତୁ ପ୍ରେମରୁ ନିଷ୍ଠା ଜାତ ହୁଏ।

2ଯଦି କେହି କୌଣସି ବିଷୟରେ ଜ୍ଞାନୀ ବୋଲି ମନେ କରେ, ତେବେ ତାହାର ଯେପରି ଜାଣିବା ଉଚିତ୍, ସେ ଏପର୍ଯ୍ୟନ୍ତ ସେପରି ଜାଣି ନାହିଁ;

3କିନ୍ତୁ ଯଦି କେହି ଈଶ୍ବରଙ୍କୁ ପ୍ରେମ କରେ, ସେହି ଜଣ ତାହାଙ୍କ ପରିଚିତ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.