୧ କରିନ୍ଥୀୟ 8

ଅତଏବ ଯଦି ଖାଦ୍ୟଦ୍ରବ୍ୟ ମୋହର ଭାଇର ବିଘ୍ନର କାରଣ ହୁଏ, ତେବେ ମୋହର ଭାଇ ଯେପରି ମୋʼ ଦ୍ୱାରା ବିଘ୍ନ ନ ପାଏ, ଏଥିପାଇଁ ମୁଁ କଦାପି ମାଂସ ଖାଇବି ନାହିଁ।

1 Corinthians 8:13 (UKJV) Wherefore, if food make my brother to offend, I will eat no flesh while the world stands, lest I make my brother to offend.

11ଏଣୁ ଯେଉଁ ଦୁର୍ବଳ ଭ୍ରାତା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ସେ ତୁମ୍ଭ ଜ୍ଞାନ ଦ୍ୱାରା ନଷ୍ଟ ହେଉଅଛି।

12ଏହି ପ୍ରକାରେ ଭାଇମାନଙ୍କ ବିରୁଦ୍ଧରେ ପାପ କରି ଓ ସେମାନଙ୍କ ଦୁର୍ବଳ ବିବେକକୁ ଆଘାତ କରି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବିରୁଦ୍ଧରେ ପାପ କରୁଅଛ।

13ଅତଏବ ଯଦି ଖାଦ୍ୟଦ୍ରବ୍ୟ ମୋହର ଭାଇର ବିଘ୍ନର କାରଣ ହୁଏ, ତେବେ ମୋହର ଭାଇ ଯେପରି ମୋʼ ଦ୍ୱାରା ବିଘ୍ନ ନ ପାଏ, ଏଥିପାଇଁ ମୁଁ କଦାପି ମାଂସ ଖାଇବି ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.