29ଏହି ରିହବୀୟାମଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସମସ୍ତ କ୍ରିୟା କିମ୍ବା ଯିହୁଦା-ରାଜାଗଣର ଇତିହାସ ପୁସ୍ତକରେ ଲେଖା ନାହିଁ?
30ଏହି ରିହବୀୟାମ ଓ ଯାରବୀୟାମଙ୍କ ମଧ୍ୟରେ ସର୍ବଦା ଯୁଦ୍ଧ ଚାଲିଥିଲା।
31ଏଉତ୍ତାରେ ରିହବୀୟାମ ମୃତ୍ୟୁବରଣ କଲେ ଓ ଆପଣା ପିତୃଲୋକଙ୍କ ସହିତ ଦାଉଦ-ନଗରରେ କବର ପାଇଲେ; ତାଙ୍କର ମାତାର ନାମ ନୟମା, ଯେ ଅମ୍ମୋନୀୟା ଥିଲେ। ଆଉ ତାଙ୍କର ପୁତ୍ର ଅବୀୟାମ ତାଙ୍କର ପଦରେ ରାଜ୍ୟ କଲେ।