ପ୍ରଥମ ରାଜାବଳୀ 15

ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କର ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।

1 Kings 15:32 (UKJV) And there was war between Asa and Baasha king of Israel all their days.

30କାରଣ ଯାରବୀୟାମ ନିଜେ ପାପ କରି ତଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଲେ ଓ ବିରକ୍ତିଜନକ କର୍ମ ଦ୍ୱାରା ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କୁ ବିରକ୍ତ କଲେ।

31ଏହି ନାଦବ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ସକଳ କ୍ରିୟା କି ଇସ୍ରାଏଲ ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

32ପୁଣି, ଆସା ଓ ଇସ୍ରାଏଲର ରାଜା ବାଶାଙ୍କର ମଧ୍ୟରେ ସେମାନଙ୍କର ଯାବଜ୍ଜୀବନ ଯୁଦ୍ଧ ଚାଲିଲା।

33ଯିହୁଦାର ଆସା ରାଜାଙ୍କର ରାଜତ୍ଵର ତୃତୀୟ ବର୍ଷରେ ଅହୀୟର ପୁତ୍ର ବାଶା ତିର୍ସାରେ ସମୁଦାୟ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରି ଚବିଶ ବର୍ଷ ରାଜତ୍ୱ କଲେ।

34ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଯାରବୀୟାମଙ୍କର ପଥରେ ଓ ଯଦ୍ଦ୍ୱାରା ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ଚାଲିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.