ପ୍ରଥମ ରାଜାବଳୀ 22

ପୁଣି, ସେ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ବାଲ୍‍ର ସେବା ଓ ପୂଜା କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ବିରକ୍ତ କଲେ।

1 Kings 22:53 (UKJV) For he served Baal, and worshipped him, and provoked to anger the LORD God of Israel, according to all that his father had done.

51ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ରାଜତ୍ଵର ସତର ବର୍ଷରେ ଆହାବଙ୍କର ପୁତ୍ର ଅହସୀୟ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କଲେ ଓ ସେ ଇସ୍ରାଏଲ ଉପରେ ଦୁଇ ବର୍ଷ ରାଜ୍ୟ କଲେ।

52ଆଉ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ସେ ଆପଣା ପିତାଙ୍କର ପଥରେ ଓ ଆପଣା ମାତାର ପଥରେ ଓ ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପଥରେ ଚାଲିଲେ।

53ପୁଣି, ସେ ଆପଣା ପିତାଙ୍କର ସମସ୍ତ କ୍ରିୟାନୁସାରେ ବାଲ୍‍ର ସେବା ଓ ପୂଜା କଲେ ଓ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ବିରକ୍ତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.