ପ୍ରଥମ ରାଜାବଳୀ 4

ଅରୁବୋତରେ ବିନ୍‍-ହେଷଦ୍‍; ସୋଖୋ ଓ ସମୁଦାୟ ହେଫର ପ୍ରଦେଶ ତାହାର ଅଧୀନ ଥିଲା;

1 Kings 4:10 (UKJV) The son of Hesed, in Aruboth; to him pertained Sochoh, and all the land of Hepher:

8ଆଉ ସେମାନଙ୍କର ନାମ ଏହି; ଇଫ୍ରୟିମର ପର୍ବତମୟ ଦେଶରେ ବିନ୍‍-ହୂର।

9ମାକସ୍‍, ଶାଲବୀମ୍‍, ବେଥ୍-ଶେମଶ ଓ ଏଲୋନ-ବେଥ୍-ହାନନ୍‍ରେ ବିନ୍‍-ଦେକର;

10ଅରୁବୋତରେ ବିନ୍‍-ହେଷଦ୍‍; ସୋଖୋ ଓ ସମୁଦାୟ ହେଫର ପ୍ରଦେଶ ତାହାର ଅଧୀନ ଥିଲା;

11ସମୁଦାୟ ଦୋର ଉପପର୍ବତରେ ବିନ୍‍-ଅବୀନାଦବ୍‍; ତାହାର ଭାର୍ଯ୍ୟା ଶଲୋମନଙ୍କର କନ୍ୟା ଟାଫତ୍‍ ଥିଲା।

12ତାନକ୍‍, ମଗିଦ୍ଦୋ, ବେଥ୍-ଶାନ୍‍ ଠାରୁ ଆବେଲ୍‍-ମହୋଲା ଓ ଯକମୀୟାମ୍‍ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବେଥ୍-ଶାନରେ ଅହୀଲୂଦର ପୁତ୍ର ବାନା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.