ପ୍ରଥମ ରାଜାବଳୀ 4

ରାମୋତ୍‍-ଗିଲୀୟଦରେ ବିନ୍‍-ଗେବର; ମନଃଶିର ପୁତ୍ର ଯାୟୀରର ଗିଲୀୟଦସ୍ଥିତ ସମସ୍ତ ଗ୍ରାମ ତାହାର ଅଧୀନ ଥିଲା, ଅର୍ଥାତ୍‍ ବାଶନସ୍ଥ ଅର୍ଗୋବ-ଅଞ୍ଚଳରେ ଥିବା ପ୍ରାଚୀର-ବେଷ୍ଟିତ ଓ ପିତ୍ତଳ ଅର୍ଗଳବିଶିଷ୍ଟ ଷାଠିଏ ବୃହତ ନଗର ତାହାର ଅଧୀନ ଥିଲା;

1 Kings 4:13 (UKJV) The son of Geber, in Ramothgilead; to him pertained the towns of Jair the son of Manasseh, which are in Gilead; to him also pertained the region of Argob, which is in Bashan, threescore great cities with walls and brazen bars:

11ସମୁଦାୟ ଦୋର ଉପପର୍ବତରେ ବିନ୍‍-ଅବୀନାଦବ୍‍; ତାହାର ଭାର୍ଯ୍ୟା ଶଲୋମନଙ୍କର କନ୍ୟା ଟାଫତ୍‍ ଥିଲା।

12ତାନକ୍‍, ମଗିଦ୍ଦୋ, ବେଥ୍-ଶାନ୍‍ ଠାରୁ ଆବେଲ୍‍-ମହୋଲା ଓ ଯକମୀୟାମ୍‍ ପାରି ପର୍ଯ୍ୟନ୍ତ ସର୍ତ୍ତନ ନିକଟବର୍ତ୍ତୀ ଯିଷ୍ରିୟେଲ ତଳେ ଥିବା ସମଗ୍ର ବେଥ୍-ଶାନରେ ଅହୀଲୂଦର ପୁତ୍ର ବାନା।

13ରାମୋତ୍‍-ଗିଲୀୟଦରେ ବିନ୍‍-ଗେବର; ମନଃଶିର ପୁତ୍ର ଯାୟୀରର ଗିଲୀୟଦସ୍ଥିତ ସମସ୍ତ ଗ୍ରାମ ତାହାର ଅଧୀନ ଥିଲା, ଅର୍ଥାତ୍‍ ବାଶନସ୍ଥ ଅର୍ଗୋବ-ଅଞ୍ଚଳରେ ଥିବା ପ୍ରାଚୀର-ବେଷ୍ଟିତ ଓ ପିତ୍ତଳ ଅର୍ଗଳବିଶିଷ୍ଟ ଷାଠିଏ ବୃହତ ନଗର ତାହାର ଅଧୀନ ଥିଲା;

14ମହନୟିମରେ ଇଦ୍ଦୋର ପୁତ୍ର ଅହୀନାଦବ୍‍।

15ନପ୍ତାଲିରେ ଅହୀମାସ୍‍; ସେ ଶଲୋମନଙ୍କର କନ୍ୟା ବାସମତ୍‍କୁ ବିବାହ କରିଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.