ପ୍ରଥମ ରାଜାବଳୀ 7

ଏକ ସମୁଦ୍ରରୂପ ପାତ୍ର, ସେହି ସମୁଦ୍ରପାତ୍ର ତଳେ ବାର ଗୋରୁ,

1 Kings 7:44 (UKJV) And one sea, and twelve oxen under the sea;

42ଆଉ, ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍‍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ;

43ଆଉ, ଦଶ ବଇଠିକି ଓ ସେହି ସବୁ ବଇଠିକି ଉପରେ ଦଶ ପ୍ରକ୍ଷାଳନ-ପାତ୍ର,

44ଏକ ସମୁଦ୍ରରୂପ ପାତ୍ର, ସେହି ସମୁଦ୍ରପାତ୍ର ତଳେ ବାର ଗୋରୁ,

45ହାଣ୍ଡି, କରଚୁଲି ଓ କୁଣ୍ଡ, ଏହି ଯେସକଳ ପାତ୍ର ହୂରମ୍‍ ଶଲୋମନ ରାଜାଙ୍କ ପାଇଁ ସଦାପ୍ରଭୁଙ୍କ ଗୃହରେ ନିର୍ମାଣ କଲା, ତାହାସବୁ ଉଜ୍ଜ୍ୱଳ ପିତ୍ତଳର ଥିଲା।

46ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ ଓ ସର୍ତ୍ତନ ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.