୧ ପିତର 1

କିନ୍ତୁ ଈଶ୍ବରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।” ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି।

1 Peter 1:25 (UKJV) But the word of the Lord endures for ever. And this is the word which by the gospel is preached unto you.

23ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍‍ ଈଶ୍ବରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ।

24କାରଣ ପବିତ୍ର ଶାସ୍ତ୍ରରେ ଯେପରି ଲେଖାଅଛି, “ସମସ୍ତ ମର୍ତ୍ତ୍ୟ ତୃଣ ତୁଲ୍ୟ, ତାହାର ସମସ୍ତ ଶୋଭା ତୃଣର ପୁଷ୍ପ ସଦୃଶ; ତୃଣ ଶୁଖିଯାଏ, ଆଉ ଫୁଲ ଝଡ଼ିପଡ଼େ,

25କିନ୍ତୁ ଈଶ୍ବରଙ୍କ ବାକ୍ୟ ଅନନ୍ତକାଳସ୍ଥାୟୀ।” ଏହା ସେହି ସୁସମାଚାରର ବାକ୍ୟ, ଯାହା ତୁମ୍ଭମାନଙ୍କ ନିକଟରେ ପ୍ରଚାରିତ ହୋଇଅଛି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.