21ତେଣୁ ସମସ୍ତଙ୍କର କୋଡ଼ି ଓ ଛୁରୀ ଓ ବିଦା ଓ କୁହ୍ରାଡ଼ି ଦନ୍ଥଡ଼ା ହୋଇଥାଏ; ମଧ୍ୟ ଅଙ୍କୁଶ ଧାର କରିବା ପାଇଁ ସେମାନଙ୍କର (ପଲେଷ୍ଟୀୟମାନଙ୍କ ନିକଟକୁ ଯିବାର ହେଲା)।
22ଏଣୁ ଯୁଦ୍ଧ ସମୟରେ ଶାଉଲ ଓ ଯୋନାଥନର ସଙ୍ଗୀ ଲୋକମାନଙ୍କ କାହାରି ହସ୍ତରେ ଖଡ୍ଗ କି ବର୍ଚ୍ଛା ନ ଥିଲା; କେବଳ ଶାଉଲ ଓ ତାଙ୍କ ପୁତ୍ର ଯୋନାଥନର ହସ୍ତରେ ଥିଲା।
23ଏଉତ୍ତାରେ ପଲେଷ୍ଟୀୟମାନଙ୍କ ପ୍ରହରୀ-ଦଳ ବାହାର ହୋଇ ମିକ୍ମସ୍ ଘାଟିକୁ ଗଲେ।