ପ୍ରଥମ ଶାମୁୟେଲ 15

ମାତ୍ର ଶାଉଲଙ୍କର ମରଣ ଦିନ ପର୍ଯ୍ୟନ୍ତ ଶାମୁୟେଲ ଆଉ ତାଙ୍କୁ ସାକ୍ଷାତ କଲେ ନାହିଁ; କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ; ପୁଣି, ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଦୁଃଖିତ ହେଲେ।

1 Samuel 15:35 (UKJV) And Samuel came no more to see Saul until the day of his death: nevertheless Samuel mourned for Saul: and the LORD repented that he had made Saul king over Israel.

33ମାତ୍ର ଶାମୁୟେଲ କହିଲେ, “ତୁମ୍ଭର ଖଡ୍ଗ ଯେପରି ସ୍ତ୍ରୀମାନଙ୍କୁ ସନ୍ତାନହୀନ କରିଅଛି, ସେପରି ସ୍ତ୍ରୀମାନଙ୍କ ମଧ୍ୟରେ ତୁମ୍ଭର ମାତା ସନ୍ତାନହୀନ ହେବ।” ତହୁଁ ଶାମୁୟେଲ ଗିଲ୍‍ଗଲ୍‍ରେ ସଦାପ୍ରଭୁଙ୍କ ସମ୍ମୁଖରେ ଅଗାଗକୁ ଖଣ୍ଡ ଖଣ୍ଡ କରି ହାଣିଲେ।

34ଏଥିଉତ୍ତାରେ ଶାମୁୟେଲ ରାମାକୁ ଗଲେ; ପୁଣି, ଶାଉଲ ଗିବୀୟା-ଶାଉଲରେ ସ୍ଥିତ ଆପଣା ଗୃହକୁ ଗଲେ।

35ମାତ୍ର ଶାଉଲଙ୍କର ମରଣ ଦିନ ପର୍ଯ୍ୟନ୍ତ ଶାମୁୟେଲ ଆଉ ତାଙ୍କୁ ସାକ୍ଷାତ କଲେ ନାହିଁ; କାରଣ ଶାମୁୟେଲ ଶାଉଲଙ୍କ ପାଇଁ ଶୋକ କଲେ; ପୁଣି, ସଦାପ୍ରଭୁ ଇସ୍ରାଏଲ ଉପରେ ଶାଉଲଙ୍କୁ ରାଜା କରିବାରୁ ଦୁଃଖିତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.