ପ୍ରଥମ ଶାମୁୟେଲ 21

ମୋହର କʼଣ ବାତୁଳ ଲୋକର ଅଭାବ ଅଛି ଯେ, ତୁମ୍ଭେମାନେ ଏହାକୁ ମୋର ଆଗରେ ବାତୁଳ ବ୍ୟବହାର କରିବାକୁ ଆଣିଅଛ? ଏ ଲୋକ କʼଣ ମୋହର ଘରକୁ ଆସିବ?”

1 Samuel 21:15 (UKJV) Have I need of mad men, that all of you have brought this fellow to play the mad man in my presence? shall this fellow come into my house?

13ଏଣୁ ସେ ସେମାନଙ୍କ ସାକ୍ଷାତରେ ଆପଣା ମତି ବଦଳାଇଲେ ଓ ସେମାନଙ୍କ ନିକଟରେ ଆପଣାକୁ ବାତୁଳ ପରି ଦେଖାଇ ଦ୍ୱାର କବାଟ ଆଞ୍ଚୁଡ଼ିଲେ ଓ ଆପଣା ଦାଢ଼ିରେ ଲାଳ ବୋହିବାକୁ ଦେଲେ।

14ତହିଁରେ ଆଖୀଶ୍‍ ଆପଣା ଦାସମାନଙ୍କୁ କହିଲା, “ଦେଖ, ଏ ବାତୁଳ, ଏହା ତୁମ୍ଭେମାନେ ଦେଖୁଅଛ; ତୁମ୍ଭେମାନେ କାହିଁକି ଏହାକୁ ମୋର ପାଖକୁ ଆଣିଲ?

15ମୋହର କʼଣ ବାତୁଳ ଲୋକର ଅଭାବ ଅଛି ଯେ, ତୁମ୍ଭେମାନେ ଏହାକୁ ମୋର ଆଗରେ ବାତୁଳ ବ୍ୟବହାର କରିବାକୁ ଆଣିଅଛ? ଏ ଲୋକ କʼଣ ମୋହର ଘରକୁ ଆସିବ?”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.