ପ୍ରଥମ ଶାମୁୟେଲ 3

ସେସମୟରେ ବାଳକ ଶାମୁୟେଲ ଏଲିଙ୍କ ସମ୍ମୁଖରେ ସଦାପ୍ରଭୁଙ୍କ ପରିଚର୍ଯ୍ୟା କଲେ। ସେ କାଳରେ ସଦାପ୍ରଭୁଙ୍କ ବାକ୍ୟ ଦୁର୍ଲଭ ଥିଲା; ପ୍ରକାଶ୍ୟ ଦର୍ଶନ ନ ଥିଲା।

1 Samuel 3:1 (UKJV) And the child Samuel ministered unto the LORD before Eli. And the word of the LORD was precious in those days; there was no open vision.

1ସେସମୟରେ ବାଳକ ଶାମୁୟେଲ ଏଲିଙ୍କ ସମ୍ମୁଖରେ ସଦାପ୍ରଭୁଙ୍କ ପରିଚର୍ଯ୍ୟା କଲେ। ସେ କାଳରେ ସଦାପ୍ରଭୁଙ୍କ ବାକ୍ୟ ଦୁର୍ଲଭ ଥିଲା; ପ୍ରକାଶ୍ୟ ଦର୍ଶନ ନ ଥିଲା।

2ଏହି ସମୟରେ ଏଲିଙ୍କର ଚକ୍ଷୁ ଧନ୍ଦଳା ହେବାକୁ ଲାଗିଲା, ଏଣୁ ସେ ଦେଖି ପାରିଲେ ନାହିଁ। ଏକ ଦିନ ସେ ଆପଣା ସ୍ଥାନରେ ଶୋଇଥିଲେ

3ଓ ପରମେଶ୍ୱରଙ୍କ ସିନ୍ଦୁକ ଯେଉଁ ସ୍ଥାନରେ ଥାଏ, ଏପରି ସଦାପ୍ରଭୁଙ୍କ ମନ୍ଦିରରେ ପରମେଶ୍ୱରଙ୍କ ପ୍ରଦୀପ ଲିଭିବା ପୂର୍ବେ ଯେତେବେଳେ ଶାମୁୟେଲ ଶୋଇଥିଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.