24ପୁଣି, ଏ ବିଷୟରେ ତୁମ୍ଭମାନଙ୍କର କଥା କିଏ ଶୁଣିବ? କାରଣ ଯୁଦ୍ଧକୁ ଗମନକାରୀ ଲୋକ ଯେପରି ଆପଣା ଅଂଶ ପାଇବ, ସାମଗ୍ରୀ ନିକଟରେ ରହିବା ଲୋକ ସେପରି ଅଂଶ ପାଇବ, ସେମାନେ ସମାନ ଅଂଶ ପାଇବେ।”
25ପୁଣି, ଦାଉଦ ସେହି ଦିନାବଧି ଇସ୍ରାଏଲ ନିମନ୍ତେ ଏହି ବିଧି ଓ ଶାସନ ସ୍ଥିର କଲେ, ତାହା ଆଜି ପର୍ଯ୍ୟନ୍ତ ଚଳୁଅଛି।
26ଏଉତ୍ତାରେ ଦାଉଦ ସିକ୍ଲଗ୍ରେ ଉପସ୍ଥିତ ହୁଅନ୍ତେ, ସେ ବେଥେଲ୍ ଓ ଦକ୍ଷିଣାଞ୍ଚଳସ୍ଥ ରାମତ୍ ଓ ଯତ୍ତୀର
27ଓ ଅରୋୟେର ଓ ଶିଫ୍ମୋତ୍ ଓ ଇଷ୍ଟିମୋୟ;
28ରାଖଲ ଓ ଯିରହମେଲୀୟମାନଙ୍କ ନଗର ଓ କେନୀୟମାନଙ୍କ ନଗର