27ଓ ଅରୋୟେର ଓ ଶିଫ୍ମୋତ୍ ଓ ଇଷ୍ଟିମୋୟ;
28ରାଖଲ ଓ ଯିରହମେଲୀୟମାନଙ୍କ ନଗର ଓ କେନୀୟମାନଙ୍କ ନଗର
29ଓ ହର୍ମା ଓ କୋରାଶନ ଓ ଅଥାକ୍
30ଓ ହିବ୍ରୋଣ ଓ ଯେ ଯେ ସ୍ଥାନରେ ଦାଉଦଙ୍କର ଓ ତାଙ୍କ ଲୋକମାନଙ୍କର ଗମନାଗମନ ହୋଇଥିଲା,
31ସେହି ସମସ୍ତ ସ୍ଥାନସ୍ଥିତ ଆପଣା ମିତ୍ର ଯିହୁଦାର ପ୍ରାଚୀନବର୍ଗଙ୍କ ନିକଟକୁ ଲୁଟିତ ଦ୍ରବ୍ୟରୁ କିଛି କିଛି ପଠାଇ କହିଲେ, “ଦେଖ, ସଦାପ୍ରଭୁଙ୍କ ଶତ୍ରୁମାନଙ୍କଠାରୁ ଲୁଟିତ ଦ୍ରବ୍ୟ ମଧ୍ୟରୁ ତୁମ୍ଭମାନଙ୍କ ନିମନ୍ତେ ଏହି ଭେଟି।”