ପ୍ରଥମ ଶାମୁୟେଲ 31

ପୁଣି, ସେମାନେ ସେମାନଙ୍କର ଅସ୍ଥି ନେଇ ଯାବେଶସ୍ଥ ଝାଉଁ ବୃକ୍ଷ ତଳେ ପୋତି ରଖିଲେ ଓ ସାତ ଦିନ ଉପବାସ କଲେ।

1 Samuel 31:13 (UKJV) And they took their bones, and buried them under a tree at Jabesh, and fasted seven days.

11ଏଉତ୍ତାରେ ଯାବେଶ-ଗିଲୀୟଦ ନିବାସୀମାନେ ଶାଉଲଙ୍କ ପ୍ରତି ପଲେଷ୍ଟୀୟମାନଙ୍କ କୃତ କର୍ମର ସମ୍ବାଦ ପାଆନ୍ତେ,

12ସମସ୍ତ ବିକ୍ରମଶାଳୀ ଲୋକ ଉଠି ସେହି ରାତ୍ରିସାରା ଗମନ କରି ଶାଉଲଙ୍କର ଓ ତାଙ୍କର ପୁତ୍ରମାନଙ୍କ ଶରୀର ବେଥ୍-ଶାନ ପ୍ରାଚୀରରୁ ଯାବେଶକୁ ନେଇ ସେଠାରେ ସେସବୁ ଦଗ୍ଧ କଲେ।

13ପୁଣି, ସେମାନେ ସେମାନଙ୍କର ଅସ୍ଥି ନେଇ ଯାବେଶସ୍ଥ ଝାଉଁ ବୃକ୍ଷ ତଳେ ପୋତି ରଖିଲେ ଓ ସାତ ଦିନ ଉପବାସ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.