୧ ଥେସଲନୀକୀୟ 4

ଅତଏବ, ଏହି ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ୱନା ଦିଅ।

1 Thessalonians 4:18 (UKJV) Wherefore comfort one another with these words.

16କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଈଶ୍ବରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ;

17ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୂନ୍ୟମଣ୍ଡଳକୁ ନୀତ ହେବୁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁ।

18ଅତଏବ, ଏହି ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ୱନା ଦିଅ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.