24ଯେ ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସାହାଯ୍ୟ କରିବେ।
25ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର।
26ସମସ୍ତ ଭାଇଙ୍କୁ ପବିତ୍ର ଚୁମ୍ବନ ଦେଇ ନମସ୍କାର କର।
27ସମସ୍ତ ଭାଇଙ୍କ ନିକଟରେ ଏହି ପତ୍ର ପାଠ କରାଇବା ନିମନ୍ତେ ମୁଁ ପ୍ରଭୁଙ୍କ ନାମରେ ତୁମ୍ଭମାନଙ୍କୁ ଶପଥ ଦେଇ ଅନୁରୋଧ କରୁଅଛି।
28ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।