୧ ତୀମଥି 1

ବିଶ୍ୱାସ ଓ ଶୁଚି ବିବେକ ଧରି ରଖ; ତାହା ପରିତ୍ୟାଗ କରିବାରୁ କେତେକଙ୍କର ବିଶ୍ୱାସରୂପ ଜାହାଜ ଭାଙ୍ଗି ଯାଇଅଛି,

1 Timothy 1:19 (UKJV) Holding faith, and a good conscience; which some having put away concerning faith have made shipwreck:

17ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ବର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍‍।

18ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଏହି ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରିପାର;

19ବିଶ୍ୱାସ ଓ ଶୁଚି ବିବେକ ଧରି ରଖ; ତାହା ପରିତ୍ୟାଗ କରିବାରୁ କେତେକଙ୍କର ବିଶ୍ୱାସରୂପ ଜାହାଜ ଭାଙ୍ଗି ଯାଇଅଛି,

20ସେମାନଙ୍କ ମଧ୍ୟରୁ ହୁମନାୟ ଓ ଆଲେକ୍‌ଜାଣ୍ଡର ଅନ୍ୟତମ; ଏମାନେ ଯେପରି ଶାସନ ପାଇ ଈଶ୍ବର ନିନ୍ଦା ନ କରନ୍ତି, ଏଥିପାଇଁ ମୁଁ ଏମାନଙ୍କୁ ଶୟତାନ ହାତରେ ସମର୍ପଣ କଲି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.