୧ ତୀମଥି 2

ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ବରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ,

1 Timothy 2:1 (UKJV) I exhort therefore, that, first of all, supplications, prayers, intercessions, and giving of thanks, be made for all men;

1ଆମ୍ଭେମାନେ ଯେପରି ସର୍ବତୋଭାବେ ଈଶ୍ବରପରାୟଣତା ଓ ଭଦ୍ରତା ସହ ଶାନ୍ତି ଓ ବାଧାହୀନ ଜୀବନଯାପନ କରିପାରୁ,

2ଏଥିନିମନ୍ତେ ସର୍ବସାଧାରଣ ଲୋକଙ୍କ ପାଇଁ, ରାଜା ଓ ଶାସନକର୍ତ୍ତା ସମସ୍ତଙ୍କ ପାଇଁ ନିବେଦନ, ପ୍ରାର୍ଥନା, ବିନତି ଓ ଧନ୍ୟବାଦ ଉତ୍ସର୍ଗ କରିବା ନିମନ୍ତେ ମୁଁ ସର୍ବ ପ୍ରଥମେ ଅନୁରୋଧ କରୁଅଛି।

3ଏହା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୃଷ୍ଟିରେ ଉତ୍ତମ ଓ ସୁଗ୍ରାହ୍ୟ ଅଟେ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.