୧ ତୀମଥି 2

କିନ୍ତୁ ସେମାନେ ଉତ୍ତମ ବୁଦ୍ଧିର ସହ ବିଶ୍ୱାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ ସେ ସନ୍ତାନ ପ୍ରସବ କରିବା ଦ୍ୱାରା ପରିତ୍ରାଣ ପାଇବେ।

1 Timothy 2:15 (UKJV) Notwithstanding she shall be saved in childbearing, if they continue in faith and love and holiness with sobriety.

13କାରଣ ପ୍ରଥମେ ଆଦମ ସୃଷ୍ଟ ହେଲେ, ତାହା ପରେ ହବା;

14ଆଉ ଆଦମ ପ୍ରବଞ୍ଚିତ ହୋଇ ନ ଥିଲେ, ମାତ୍ର ନାରୀ ପ୍ରବଞ୍ଚିତା ହୋଇ ଆଜ୍ଞାଲଙ୍ଘନ ଦୋଷରେ ଦୋଷୀ ହେଲେ;

15କିନ୍ତୁ ସେମାନେ ଉତ୍ତମ ବୁଦ୍ଧିର ସହ ବିଶ୍ୱାସ, ପ୍ରେମ ଓ ପବିତ୍ରତାରେ ସ୍ଥିର ରହିଲେ ସେ ସନ୍ତାନ ପ୍ରସବ କରିବା ଦ୍ୱାରା ପରିତ୍ରାଣ ପାଇବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.