ଦ୍ବିତୀୟ ବଂଶାବଳୀ 11

ଏଥିଉତ୍ତାରେ ରିହବୀୟାମ ଅବଶାଲୋମର କନ୍ୟା ମାଖାକୁ ବିବାହ କଲେ; ସେ ସ୍ତ୍ରୀ ତାଙ୍କ ଔରସରେ ଅବୀୟ ଓ ଅତ୍ତୟ ଓ ସୀଷ ଓ ଶଲୋମୀତ୍‍କୁ ଜାତ କଲା।

2 Chronicles 11:20 (UKJV) And after her he took Maachah the daughter of Absalom; which bare him Abijah, and Attai, and Ziza, and Shelomith.

18ପୁଣି, ରିହବୀୟାମ ମହଲତ୍‍ ନାମ୍ନୀ ଏକ ଭାର୍ଯ୍ୟା ଗ୍ରହଣ କଲେ, ସେ ଦାଉଦଙ୍କର ପୁତ୍ର ଯିରେମୋତ୍‍ର ଓ ଯିଶୀର ପୁତ୍ର ଇଲୀୟାବ୍‍ର କନ୍ୟା ଅବୀହୟିଲର କନ୍ୟା ଥିଲା;

19ସେ ତାଙ୍କ ଔରସରେ ଯିୟୂଶ୍‍ ଓ ଶେମରୀୟ ଓ ସହମ ନାମକ ପୁତ୍ରମାନଙ୍କୁ ଜାତ କଲା

20ଏଥିଉତ୍ତାରେ ରିହବୀୟାମ ଅବଶାଲୋମର କନ୍ୟା ମାଖାକୁ ବିବାହ କଲେ; ସେ ସ୍ତ୍ରୀ ତାଙ୍କ ଔରସରେ ଅବୀୟ ଓ ଅତ୍ତୟ ଓ ସୀଷ ଓ ଶଲୋମୀତ୍‍କୁ ଜାତ କଲା।

21ରିହବୀୟାମ ଆପଣାର ସବୁ ପତ୍ନୀ ଓ ଉପପତ୍ନୀ ଅପେକ୍ଷା ଅବଶାଲୋମର କନ୍ୟା ମାଖାକୁ ଅଧିକ ପ୍ରେମ କଲେ; ସେ ଅଠର ପତ୍ନୀ ଓ ଷାଠିଏ ଉପପତ୍ନୀ ଗ୍ରହଣ କଲେ ଓ ଅଠାଇଶ ପୁତ୍ର ଓ ଷାଠିଏ କନ୍ୟା ଜାତ କଲେ।

22ପୁଣି ରିହବୀୟାମ ମାଖାର ପୁତ୍ର ଅବୀୟଙ୍କୁ ପ୍ରଧାନ ଓ ତାହାର ଭ୍ରାତୃଗଣ ମଧ୍ୟରେ ଅଧିପତି କଲେ; କାରଣ ତାହାକୁ ରାଜା କରିବା ପାଇଁ ତାଙ୍କର ମନ ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.