4‘ସଦାପ୍ରଭୁ ଏହି କଥା କହନ୍ତି, ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତୃଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରିଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି,’” ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ଯାରବୀୟାମ ବିରୁଦ୍ଧରେ ଯାତ୍ରା କରିବାରୁ ଫେରିଲେ।
5ଏଉତ୍ତାରେ ରିହବୀୟାମ ଯିରୂଶାଲମରେ ବାସ କରି ରକ୍ଷା ନିମିତ୍ତ ଯିହୁଦା ଦେଶରେ ନଗରମାନ ନିର୍ମାଣ କଲେ।
6ସେ ବେଥଲିହିମ, ଐଟମ୍, ତକୋୟ,
7ବେଥ୍-ସୁର, ସୋଖୋ, ଅଦୁଲ୍ଲମ,
8ଗାଥ୍, ମାରେଶା, ସୀଫ୍,