ଦ୍ବିତୀୟ ବଂଶାବଳୀ 17

ରାଜା ଯିହୁଦାର ସର୍ବତ୍ର ପ୍ରାଚୀର-ବେଷ୍ଟିତ ନଗରମାନରେ ଯେଉଁମାନଙ୍କୁ ରଖିଥିଲେ, ସେମାନଙ୍କ ଛଡ଼ା ଏମାନେ ରାଜାଙ୍କର ସେବା କଲେ।

2 Chronicles 17:19 (UKJV) These waited on the king, beside those whom the king put in the fenced cities throughout all Judah.

17ପୁଣି, ବିନ୍ୟାମୀନ୍ ମଧ୍ୟରୁ ଇଲୀୟାଦା, ସେ ମହାବିକ୍ରମଶାଳୀ ଲୋକ ଥିଲା ଓ ତାହା ସଙ୍ଗରେ ଦୁଇ ଲକ୍ଷ ଧନୁର୍ଦ୍ଧାରୀ ଓ ଢାଲଧାରୀ ଲୋକ ଥିଲେ;

18ଆଉ ତାହା ଉତ୍ତାରେ ଯିହୋଷାବଦ୍‍ ଓ ତାହା ସଙ୍ଗରେ ଯୁଦ୍ଧାର୍ଥେ ପ୍ରସ୍ତୁତ ଏକ ଲକ୍ଷ ଅଶୀ ହଜାର ଲୋକ ଥିଲେ।

19ରାଜା ଯିହୁଦାର ସର୍ବତ୍ର ପ୍ରାଚୀର-ବେଷ୍ଟିତ ନଗରମାନରେ ଯେଉଁମାନଙ୍କୁ ରଖିଥିଲେ, ସେମାନଙ୍କ ଛଡ଼ା ଏମାନେ ରାଜାଙ୍କର ସେବା କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.