ଦ୍ବିତୀୟ ବଂଶାବଳୀ 25

ଅମତ୍‍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ତହିଁରେ ସେ ଲାଖୀଶ୍‍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍‍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।

2 Chronicles 25:27 (UKJV) Now after the time that Amaziah did turn away from following the LORD they made a conspiracy against him in Jerusalem; and he fled to Lachish: but they sent to Lachish after him, and slew him there.

25ଇସ୍ରାଏଲର ରାଜା ଯିହୋୟାହସ୍‍ଙ୍କର ପୁତ୍ର ଯୋୟାଶ୍‍ଙ୍କର ମୃତ୍ୟୁୁ ଉତ୍ତାରେ ଯିହୁଦାର ରାଜା ଯୋୟାଶ୍‍ଙ୍କର ପୁତ୍ର ଅମତ୍‍ସୀୟ ପନ୍ଦର ବର୍ଷ ବଞ୍ଚିଲେ।

26ଏହି ଅମତ୍‍ସୀୟଙ୍କର ଅବଶିଷ୍ଟ କ୍ରିୟାର ଆଦ୍ୟନ୍ତ ବୃତ୍ତାନ୍ତ କʼଣ ଯିହୁଦାର ଓ ଇସ୍ରାଏଲର ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

27ଅମତ୍‍ସୀୟ ସଦାପ୍ରଭୁଙ୍କ ଅନୁଗମନରୁ ବିମୁଖ ହେବା ସମୟଠାରୁ ଲୋକମାନେ ଯିରୂଶାଲମରେ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ତହିଁରେ ସେ ଲାଖୀଶ୍‍କୁ ପଳାଇଲେ; ମାତ୍ର ସେମାନେ ତାଙ୍କ ପଛେ ଲାଖୀଶ୍‍କୁ ଲୋକ ପଠାଇ ସେଠାରେ ତାଙ୍କୁ ବଧ କଲେ।

28ପୁଣି, ସେମାନେ ଅଶ୍ୱମାନଙ୍କ ଉପରେ ତାଙ୍କୁ ଆଣି ଯିହୁଦା-ନଗରରେ ତାଙ୍କର ପିତୃଗଣ ସହିତ ତାଙ୍କୁ କବର ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.