ଦ୍ବିତୀୟ ବଂଶାବଳୀ 29

ଏଥିରେ କହାତୀୟ ସନ୍ତାନଗଣ ମଧ୍ୟରୁ ଅମାସୟର ପୁତ୍ର ମାହତ୍‍ ଓ ଅସରୀୟର ପୁତ୍ର ଯୋୟେଲ, ଆଉ ମରାରି-ସନ୍ତାନଗଣ ମଧ୍ୟରୁ ଅବ୍‍ଦିର ପୁତ୍ର କୀଶ୍‍ ଓ ଯିହଲିଲେଲର ପୁତ୍ର ଅସରୀୟ, ପୁଣି ଗେର୍ଶୋନୀୟମାନଙ୍କ ମଧ୍ୟରୁ ସିମ୍ମର ପୁତ୍ର ଯୋୟାହ ଓ ଯୋୟାହର ପୁତ୍ର ଏଦନ,

2 Chronicles 29:12 (UKJV) Then the Levites arose, Mahath the son of Amasai, and Joel the son of Azariah, of the sons of the Kohathites: and of the sons of Merari, Kish the son of Abdi, and Azariah the son of Jehalelel: and of the Gershonites; Joah the son of Zimmah, and Eden the son of Joah:

10ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧ ଯେପରି ଆମ୍ଭମାନଙ୍କ ଉପରୁ ନିବୃତ୍ତ ହେବ, ଏଥିପାଇଁ ତାହାଙ୍କ ସଙ୍ଗେ ଏକ ନିୟମ କରିବାକୁ ମୋʼ ମନରେ ଅଛି।

11ହେ ମୋହର ପୁତ୍ରମାନେ, ଏବେ ହେଳା କର ନାହିଁ; କାରଣ ସଦାପ୍ରଭୁଙ୍କ ସମ୍ମୁଖରେ ଠିଆ ହେବା ପାଇଁ, ତାହାଙ୍କର ପରିଚର୍ଯ୍ୟା କରିବା ପାଇଁ ଓ ତୁମ୍ଭେମାନେ ଯେପରି ତାହାଙ୍କର ପରିଚାରକ ହେବ ଓ ଧୂପ ଜ୍ୱଳାଇବ, ଏଥିପାଇଁ ସେ ତୁମ୍ଭମାନଙ୍କୁ ମନୋନୀତ କରିଅଛନ୍ତି।”

12ଏଥିରେ କହାତୀୟ ସନ୍ତାନଗଣ ମଧ୍ୟରୁ ଅମାସୟର ପୁତ୍ର ମାହତ୍‍ ଓ ଅସରୀୟର ପୁତ୍ର ଯୋୟେଲ, ଆଉ ମରାରି-ସନ୍ତାନଗଣ ମଧ୍ୟରୁ ଅବ୍‍ଦିର ପୁତ୍ର କୀଶ୍‍ ଓ ଯିହଲିଲେଲର ପୁତ୍ର ଅସରୀୟ, ପୁଣି ଗେର୍ଶୋନୀୟମାନଙ୍କ ମଧ୍ୟରୁ ସିମ୍ମର ପୁତ୍ର ଯୋୟାହ ଓ ଯୋୟାହର ପୁତ୍ର ଏଦନ,

13ଆଉ, ଇଲୀଶାଫନ୍‍ର ସନ୍ତାନମାନଙ୍କ ମଧ୍ୟରୁ ଶିମ୍ରି ଓ ଯିୟୀୟେଲ୍‍ ଓ ଆସଫର ସନ୍ତାନମାନଙ୍କ ମଧ୍ୟରୁ ଜିଖରୀୟ ଓ ମତ୍ତନୀୟ

14ଓ ହେମନର ସନ୍ତାନମାନଙ୍କ ମଧ୍ୟରୁ ଯିହୀୟେଲ ଓ ଶିମୀୟି ଓ ଯିଦୂଥୂନ୍‍‍ର ସନ୍ତାନମାନଙ୍କ ମଧ୍ୟରୁ ଶମୟୀୟ ଓ ଉଷୀୟେଲ, ଏହିସବୁ ଲେବୀୟ ଲୋକ ଉଠିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.