ଦ୍ବିତୀୟ ବଂଶାବଳୀ 4

ଆହୁରି ସେ ବୈଠିକିମାନ ନିର୍ମାଣ କଲା ଓ ସେ ବୈଠିକି ଉପରିସ୍ଥ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା;

2 Chronicles 4:14 (UKJV) He made also bases, and lavers made he upon the bases;

12ଅର୍ଥାତ୍‍, ଦୁଇ ସ୍ତମ୍ଭ ଓ ସେହି ସ୍ତମ୍ଭ ଉପରିସ୍ଥ ଗୋଲାକାର ଓ ଦୁଇ ମୁଣ୍ଡାଳି ଓ ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ଦୁଇ ଜାଲିକର୍ମ

13ଓ ସେହି ଦୁଇ ଜାଲିକର୍ମ ନିମନ୍ତେ ଚାରି ଶହ ଡାଳିମ୍ବ; ଅର୍ଥାତ୍‍, ସ୍ତମ୍ଭ ଉପରିସ୍ଥ ମୁଣ୍ଡାଳିର ଦୁଇ ଗୋଲାକାର ଆଚ୍ଛାଦନାର୍ଥେ ପ୍ରତ୍ୟେକ ଜାଲିକର୍ମ ପାଇଁ ଦୁଇ ଦୁଇ ଧାଡ଼ି ଡାଳିମ୍ବ କଲା।

14ଆହୁରି ସେ ବୈଠିକିମାନ ନିର୍ମାଣ କଲା ଓ ସେ ବୈଠିକି ଉପରିସ୍ଥ ପ୍ରକ୍ଷାଳନ-ପାତ୍ର ନିର୍ମାଣ କଲା;

15ଏକ ସମୁଦ୍ରରୂପ ପାତ୍ର ଓ ତହିଁ ତଳସ୍ଥ ବାର ଗୋରୁ

16ମଧ୍ୟ ତାହାର ପିତା ହୂରମ୍‍ ଶଲୋମନ ରାଜାଙ୍କ ନିମନ୍ତେ ସଦାପ୍ରଭୁଙ୍କ ଗୃହ ପାଇଁ ଉଜ୍ଜ୍ୱଳ ପିତ୍ତଳରେ ହାଣ୍ଡି ଓ କୋଦାଳ ଓ ତ୍ରିଶୂଳ ଓ ତହିଁର ସକଳ ପାତ୍ର ନିର୍ମାଣ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.