ଦ୍ବିତୀୟ ବଂଶାବଳୀ 4

ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ ଓ ସରେଦା ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ।

2 Chronicles 4:17 (UKJV) In the plain of Jordan did the king cast them, in the clay ground between Succoth and Zeredathah.

15ଏକ ସମୁଦ୍ରରୂପ ପାତ୍ର ଓ ତହିଁ ତଳସ୍ଥ ବାର ଗୋରୁ

16ମଧ୍ୟ ତାହାର ପିତା ହୂରମ୍‍ ଶଲୋମନ ରାଜାଙ୍କ ନିମନ୍ତେ ସଦାପ୍ରଭୁଙ୍କ ଗୃହ ପାଇଁ ଉଜ୍ଜ୍ୱଳ ପିତ୍ତଳରେ ହାଣ୍ଡି ଓ କୋଦାଳ ଓ ତ୍ରିଶୂଳ ଓ ତହିଁର ସକଳ ପାତ୍ର ନିର୍ମାଣ କଲା।

17ରାଜା ଯର୍ଦ୍ଦନ-ପଦାରେ ସୁକ୍କୋତ ଓ ସରେଦା ମଧ୍ୟସ୍ଥିତ ଚିକ୍କଣ ଭୂମିରେ ତାହାସବୁ ଢଳାଇଲେ।

18ଏହି ପ୍ରକାରେ ଶଲୋମନ ଅତି ବହୁଳ ରୂପେ ଏହିସବୁ ପାତ୍ର ନିର୍ମାଣ କଲେ; ପିତ୍ତଳର ପରିମାଣ ଜଣାଯାଇ ପାରିଲା ନାହିଁ।

19ପୁଣି ଶଲୋମନ ପରମେଶ୍ୱରଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ, ମଧ୍ୟ ସ୍ୱର୍ଣ୍ଣମୟ ଯଜ୍ଞବେଦି ଓ ଦର୍ଶନୀୟ ରୁଟି ରଖିବାର ମେଜ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.