ଦ୍ବିତୀୟ ବଂଶାବଳୀ 4

ଆଉ ବିଧିମତେ ଗର୍ଭାଗାର ସମ୍ମୁଖରେ ଜ୍ୱଳାଇବା ନିମନ୍ତେ ନିର୍ମଳ ସ୍ୱର୍ଣ୍ଣମୟ ଦୀପବୃକ୍ଷ ଓ ତହିଁର ପ୍ରଦୀପସକଳ

2 Chronicles 4:20 (UKJV) Moreover the candlesticks with their lamps, that they should burn after the manner before the oracle, of pure gold;

18ଏହି ପ୍ରକାରେ ଶଲୋମନ ଅତି ବହୁଳ ରୂପେ ଏହିସବୁ ପାତ୍ର ନିର୍ମାଣ କଲେ; ପିତ୍ତଳର ପରିମାଣ ଜଣାଯାଇ ପାରିଲା ନାହିଁ।

19ପୁଣି ଶଲୋମନ ପରମେଶ୍ୱରଙ୍କ ଗୃହସ୍ଥିତ ସମସ୍ତ ସାମଗ୍ରୀ, ମଧ୍ୟ ସ୍ୱର୍ଣ୍ଣମୟ ଯଜ୍ଞବେଦି ଓ ଦର୍ଶନୀୟ ରୁଟି ରଖିବାର ମେଜ;

20ଆଉ ବିଧିମତେ ଗର୍ଭାଗାର ସମ୍ମୁଖରେ ଜ୍ୱଳାଇବା ନିମନ୍ତେ ନିର୍ମଳ ସ୍ୱର୍ଣ୍ଣମୟ ଦୀପବୃକ୍ଷ ଓ ତହିଁର ପ୍ରଦୀପସକଳ

21ଓ ସ୍ୱର୍ଣ୍ଣମୟ ପୁଷ୍ପ, ପ୍ରଦୀପ ଓ ଚିମୁଟାସବୁ ଶୁଦ୍ଧ ସୁବର୍ଣ୍ଣରେ ନିର୍ମାଣ କଲେ;

22ଆଉ କତୁରୀ ଓ କୁଣ୍ଡ ଓ ଚାମଚ ଓ ଅଙ୍ଗାରଧାନୀଗୁଡ଼ିକ ନିର୍ମଳ ସୁବର୍ଣ୍ଣରେ ନିର୍ମାଣ କଲେ; ପୁଣି ଗୃହର ପ୍ରବେଶାର୍ଥକ ମହାପବିତ୍ର ସ୍ଥାନର ଭିତର ଦ୍ୱାର ଓ ଗୃହର, ଅର୍ଥାତ୍‍, ମନ୍ଦିରର ଦ୍ୱାରସବୁ ସୁବର୍ଣ୍ଣର ଥିଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.