ଦ୍ବିତୀୟ ବଂଶାବଳୀ 8

ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ଆପଣା ଗୃହ କୋଡ଼ିଏ ବର୍ଷ ମଧ୍ୟରେ ନିର୍ମାଣ କଲେ।

2 Chronicles 8:1 (UKJV) And it came to pass at the end of twenty years, wherein Solomon had built the house of the LORD, and his own house,

1ଶଲୋମନ ସଦାପ୍ରଭୁଙ୍କ ଗୃହ ଓ ଆପଣା ଗୃହ କୋଡ଼ିଏ ବର୍ଷ ମଧ୍ୟରେ ନିର୍ମାଣ କଲେ।

2ତହିଁ ଉତ୍ତାରେ ହୂରମ୍‍ ଶଲୋମନଙ୍କୁ ଯେଉଁ ଯେଉଁ ଦେଇଥିଲା, ସେସବୁ ଶଲୋମନ ନିର୍ମାଣ କରି ତହିଁରେ ଇସ୍ରାଏଲ-ସନ୍ତାନଗଣକୁ ବାସ କରାଇଲେ।

3ଏଥିଉତ୍ତାରେ ଶଲୋମନ ହମାତ୍‍-ସୋବାକୁ ଯାଇ ତାହା ପରାସ୍ତ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.