୨ କରିନ୍ଥୀୟ 1

କିନ୍ତୁ ମୁଁ ଈଶ୍ବରଙ୍କୁ ସାକ୍ଷୀ ମାନି ମୋʼ ପ୍ରାଣର ଶପଥ କରୁଅଛି ଯେ, ତୁମ୍ଭମାନଙ୍କ ପ୍ରତି ଦୟା ବହି ମୁଁ କରିନ୍ଥ ସହରକୁ ପୁନର୍ବାର ଯାଇ ନାହିଁ।

2 Corinthians 1:23 (UKJV) Moreover I call God for a record upon my soul, that to spare you I came not as yet unto Corinth.

21ପୁଣି, ଯେ ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ଖ୍ରୀଷ୍ଟଙ୍କଠାରେ ସ୍ଥିର କରନ୍ତି, ପୁଣି, ଆମ୍ଭମାନଙ୍କୁ ଅଭିଷେକ କରିଅଛନ୍ତି, ସେ ଈଶ୍ବର;

22ସେ ମଧ୍ୟ ଆମ୍ଭମାନଙ୍କୁ ମୁଦ୍ରାଙ୍କିତ କରିଅଛନ୍ତି ଓ ଆମ୍ଭମାନଙ୍କ ହୃଦୟରେ ପବିତ୍ର ଆତ୍ମାଙ୍କୁ ବଇନା ସ୍ୱରୂପେ ଦାନ କରିଅଛନ୍ତି।

23କିନ୍ତୁ ମୁଁ ଈଶ୍ବରଙ୍କୁ ସାକ୍ଷୀ ମାନି ମୋʼ ପ୍ରାଣର ଶପଥ କରୁଅଛି ଯେ, ତୁମ୍ଭମାନଙ୍କ ପ୍ରତି ଦୟା ବହି ମୁଁ କରିନ୍ଥ ସହରକୁ ପୁନର୍ବାର ଯାଇ ନାହିଁ।

24ତୁମ୍ଭମାନଙ୍କ ବିଶ୍ୱାସ ଉପରେ ଯେ ଆମ୍ଭମାନଙ୍କର ପ୍ରଭୁତ୍ୱ ଅଛି, ତାହା ନୁହେଁ, ବରଂ ତୁମ୍ଭମାନଙ୍କର ଆନନ୍ଦ ନିମନ୍ତେ ତୁମ୍ଭମାନଙ୍କର ସହକର୍ମୀ ଅଟୁ ଯେଣୁ ବିଶ୍ୱାସରେ ତୁମ୍ଭେମାନେ ସ୍ଥିର ହୋଇ ରହିଅଛ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.