ଦ୍ୱିତୀୟ ରାଜାବଳୀ 15

ସେସମୟରେ ସଦାପ୍ରଭୁ ଅରାମର ରାଜା ରତ୍ସୀନକୁ ଓ ରମଲୀୟଙ୍କର ପୁତ୍ର ପେକହଙ୍କୁ ଯିହୁଦା ବିରୁଦ୍ଧରେ ପଠାଇବାକୁ ଆରମ୍ଭ କଲେ।

2 Kings 15:37 (UKJV) In those days the LORD began to send against Judah Rezin the king of Syria, and Pekah the son of Remaliah.

35ତଥାପି ଉଚ୍ଚସ୍ଥଳୀମାନ ଦୂରୀକୃତ ହେଲା ନାହିଁ; ଲୋକମାନେ ସେସମୟରେ ହେଁ ଉଚ୍ଚସ୍ଥଳୀମାନରେ ବଳିଦାନ କଲେ ଓ ଧୂପ ଜ୍ୱଳାଇଲେ। ସେ ସଦାପ୍ରଭୁଙ୍କ ଗୃହର ଉପର ଦ୍ୱାର ଦୃଢ଼ କଲେ।

36ଏହି ଯୋଥମ୍‍ଙ୍କର ଅବଶିଷ୍ଟ ବୃତ୍ତାନ୍ତ ଓ ତାଙ୍କର ସମସ୍ତ କ୍ରିୟା କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

37ସେସମୟରେ ସଦାପ୍ରଭୁ ଅରାମର ରାଜା ରତ୍ସୀନକୁ ଓ ରମଲୀୟଙ୍କର ପୁତ୍ର ପେକହଙ୍କୁ ଯିହୁଦା ବିରୁଦ୍ଧରେ ପଠାଇବାକୁ ଆରମ୍ଭ କଲେ।

38ଏଥିଉତ୍ତାରେ ଯୋଥମ୍‍ ମୃତ୍ୟୁବରଣ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ନଗରରେ ଆପଣା ପିତୃଗଣ ସହିତ କବରପ୍ରାପ୍ତ ହେଲେ; ତହୁଁ ତାଙ୍କର ପୁତ୍ର ଆହସ୍‌ ତାଙ୍କର ପଦରେ ରାଜ୍ୟ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.