ଦ୍ୱିତୀୟ ରାଜାବଳୀ 21

ଏହି ଆମୋନ୍‍ଙ୍କର କୃତ ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

2 Kings 21:25 (UKJV) Now the rest of the acts of Amon which he did, are they not written in the book of the chronicles of the kings of Judah?

23ଆମୋନ୍‍ଙ୍କର ଦାସମାନେ ତାଙ୍କର ବିରୁଦ୍ଧରେ ଚକ୍ରାନ୍ତ କଲେ ଓ ରାଜାଙ୍କୁ ତାଙ୍କର ନିଜ ଗୃହରେ ବଧ କଲେ।

24ମାତ୍ର ଯେଉଁମାନେ ଆମୋନ୍‍ ରାଜା ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ, ସେସମସ୍ତଙ୍କୁ ଦେଶର ଲୋକମାନେ ବଧ କଲେ, ଆଉ ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କ ପୁତ୍ର ଯୋଶୀୟଙ୍କୁ ରାଜା କଲେ।

25ଏହି ଆମୋନ୍‍ଙ୍କର କୃତ ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?

26ପୁଣି ସେ ଉଷର ଉଦ୍ୟାନସ୍ଥିତ ଆପଣା କବରରେ କବର ପାଇଲେ, ଆଉ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟ ରାଜ୍ୟ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.