24ମାତ୍ର ଯେଉଁମାନେ ଆମୋନ୍ ରାଜା ବିରୁଦ୍ଧରେ ଚକ୍ରାନ୍ତ କରିଥିଲେ, ସେସମସ୍ତଙ୍କୁ ଦେଶର ଲୋକମାନେ ବଧ କଲେ, ଆଉ ଦେଶର ଲୋକମାନେ ତାଙ୍କର ପଦରେ ତାଙ୍କ ପୁତ୍ର ଯୋଶୀୟଙ୍କୁ ରାଜା କଲେ।
25ଏହି ଆମୋନ୍ଙ୍କର କୃତ ଅବଶିଷ୍ଟ କ୍ରିୟାର ବୃତ୍ତାନ୍ତ କʼଣ ଯିହୁଦା ରାଜାମାନଙ୍କ ଇତିହାସ ପୁସ୍ତକରେ ଲେଖା ନାହିଁ?
26ପୁଣି ସେ ଉଷର ଉଦ୍ୟାନସ୍ଥିତ ଆପଣା କବରରେ କବର ପାଇଲେ, ଆଉ ତାଙ୍କର ପଦରେ ତାଙ୍କର ପୁତ୍ର ଯୋଶୀୟ ରାଜ୍ୟ କଲେ।