ଦ୍ୱିତୀୟ ରାଜାବଳୀ 3

ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ରାଜତ୍ଵର ଅଠର ବର୍ଷରେ ଆହାବଙ୍କର ପୁତ୍ର ଯିହୋରାମ୍‍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରିବାର ବର୍ଷ ରାଜ୍ୟ କଲେ।

2 Kings 3:1 (UKJV) Now Jehoram the son of Ahab began to reign over Israel in Samaria the eighteenth year of Jehoshaphat king of Judah, and reigned twelve years.

1ଯିହୁଦାର ରାଜା ଯିହୋଶାଫଟ୍‍ଙ୍କ ରାଜତ୍ଵର ଅଠର ବର୍ଷରେ ଆହାବଙ୍କର ପୁତ୍ର ଯିହୋରାମ୍‍ ଶମରୀୟାରେ ଇସ୍ରାଏଲ ଉପରେ ରାଜତ୍ୱ କରିବାକୁ ଆରମ୍ଭ କରିବାର ବର୍ଷ ରାଜ୍ୟ କଲେ।

2ପୁଣି ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ; ମାତ୍ର ତାଙ୍କର ପିତା ଓ ତାଙ୍କର ମାତା ତୁଲ୍ୟ ନୁହେଁ; କାରଣ ସେ ଆପଣା ପିତୃନିର୍ମିତ ବାଲ୍‍ର ସ୍ତମ୍ଭ ଦୂର କରିଦେଲେ।

3ତଥାପି ନବାଟର ପୁତ୍ର ଯାରବୀୟାମ ଯଦ୍ଦ୍ୱାରା ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ସେ ଆସକ୍ତ ହେଲେ ଓ ତାହା ଛାଡ଼ିଲେ ନାହିଁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.