ଦ୍ୱିତୀୟ ରାଜାବଳୀ 5

ଏହେତୁ ନାମାନ୍‍ର କୁଷ୍ଠରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଦାକାଳ ଲାଗି ରହିବ।” ଏଥିରେ ଗିହେଜୀ ହିମ ତୁଲ୍ୟ ଶ୍ୱେତ କୁଷ୍ଠଗ୍ରସ୍ତ ହୋଇ ତାଙ୍କ ସାକ୍ଷାତରୁ ବାହାରିଗଲା।

2 Kings 5:27 (UKJV) The leprosy therefore of Naaman shall cleave unto you, and unto your seed for ever. And he went out from his presence a leper as white as snow.

25ମାତ୍ର ସେ ଭିତରକୁ ଯାଇ ଆପଣା ପ୍ରଭୁ ସମ୍ମୁଖରେ ଠିଆ ହେଲା। ତହିଁରେ ଇଲୀଶାୟ ତାହାକୁ ପଚାରିଲେ, “ଗିହେଜୀ, ତୁମ୍ଭେ କେଉଁଠାରୁ ଆସିଲ?” ତହୁଁ ସେ କହିଲା, “ଆପଣଙ୍କ ଦାସ କେଉଁଠାକୁ ଯାଇ ନାହିଁ।”

26ଏଥିରେ ଇଲୀଶାୟ ତାହାକୁ କହିଲେ, “ସେ ଲୋକ ତୁମ୍ଭକୁ ଭେଟିବା ପାଇଁ ଯେତେବେଳେ ଆପଣା ରଥରୁ ଫେରି ଆସିଲା, ସେତେବେଳେ ମୋହର ଅନ୍ତଃକରଣ କି ତୁମ୍ଭ ସଙ୍ଗରେ ଯାଇ ନ ଥିଲା? ଏ କି ରୂପା, ବସ୍ତ୍ର, ଜୀତକ୍ଷେତ୍ର, ଦ୍ରାକ୍ଷାକ୍ଷେତ୍ର, ମେଷ, କି ଗୋରୁ, ଓ ଦାସ ଓ ଦାସୀ ଗ୍ରହଣ କରିବାର ସମୟ?

27ଏହେତୁ ନାମାନ୍‍ର କୁଷ୍ଠରୋଗ ତୁମ୍ଭଠାରେ ଓ ତୁମ୍ଭ ବଂଶରେ ସଦାକାଳ ଲାଗି ରହିବ।” ଏଥିରେ ଗିହେଜୀ ହିମ ତୁଲ୍ୟ ଶ୍ୱେତ କୁଷ୍ଠଗ୍ରସ୍ତ ହୋଇ ତାଙ୍କ ସାକ୍ଷାତରୁ ବାହାରିଗଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.