ଦ୍ୱିତୀୟ ଶାମୁୟେଲ 11

ପୁଣି ତାହାଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେ ରାଜାଙ୍କୁ ଯୁଦ୍ଧର ସମସ୍ତ କଥା ଜଣାଇଲା ଉତ୍ତାରେ,

2 Samuel 11:19 (UKJV) And charged the messenger, saying, When you have made an end of telling the matters of the war unto the king,

17ଏଉତ୍ତାରେ ନଗରର ଲୋକମାନେ ବାହାରେ ଯାଇ ଯୋୟାବ ସଙ୍ଗେ ଯୁଦ୍ଧ କଲେ, ତହିଁରେ ଦାଉଦଙ୍କର ଦାସମାନଙ୍କ ମଧ୍ୟରୁ କେତେ ଲୋକ ମଲେ ଓ ହିତ୍ତୀୟ ଊରୀୟ ମଧ୍ୟ ମଲା।

18ତେବେ ଯୋୟାବ ବାର୍ତ୍ତାବାହକଙ୍କୁ ପଠାଇ ଦାଉଦଙ୍କୁ ଯୁଦ୍ଧର ସମସ୍ତ କଥା ଜଣାଇଲା;

19ପୁଣି ତାହାଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେ ରାଜାଙ୍କୁ ଯୁଦ୍ଧର ସମସ୍ତ କଥା ଜଣାଇଲା ଉତ୍ତାରେ,

20ଯଦି ରାଜାଙ୍କର କ୍ରୋଧ ଉଠେ ଓ ସେ ତୁମ୍ଭକୁ କହନ୍ତି, ‘କାହିଁକି ତୁମ୍ଭେମାନେ ଯୁଦ୍ଧ କରିବା ପାଇଁ ନଗରର ଏତେ ନିକଟକୁ ଗଲ? ସେମାନେ ପ୍ରାଚୀରରୁ ବାଣ ମାରିବେ ବୋଲି କʼଣ ତୁମ୍ଭେମାନେ ଜାଣିଲ ନାହିଁ?

21ଯିରୁବ୍ବେଶତର ପୁତ୍ର ଅବୀମେଲକ୍‍କୁ କିଏ ମାରିଲା? ଜଣେ ସ୍ତ୍ରୀ ପ୍ରାଚୀରରୁ ତାହା ଉପରକୁ ଚକି ଉପର-ପଟ ପକାନ୍ତେ, ସେ କʼଣ ତେବେସରେ ମଲା ନାହିଁ? କାହିଁକି ତୁମ୍ଭେମାନେ ପ୍ରାଚୀରର ଏତେ ନିକଟକୁ ଗଲ?’ ତେବେ ତୁମ୍ଭେ କହିବ, ‘ଆପଣଙ୍କ ଦାସ ହିତ୍ତୀୟ ଊରୀୟ ମଧ୍ୟ ମରିଅଛି।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.