24ଆଉ ଅଦୋନୀରାମ୍ ବେଠିକର୍ମକାରୀଙ୍କ ଅଧ୍ୟକ୍ଷ ଥିଲା ଓ ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ,
25ଶିବା ଲେଖକ ଥିଲା; ପୁଣି ସାଦୋକ ଓ ଅବୀୟାଥର ଯାଜକ ଥିଲେ;
26ପୁଣି ଯାୟୀରୀୟ ଈରା ମଧ୍ୟ ଦାଉଦଙ୍କର ଯାଜକ ଥିଲା।
ପୁଣି ଯାୟୀରୀୟ ଈରା ମଧ୍ୟ ଦାଉଦଙ୍କର ଯାଜକ ଥିଲା।
2 Samuel 20:26 (UKJV) And Ira also the Jairite was a chief ruler about David.
24ଆଉ ଅଦୋନୀରାମ୍ ବେଠିକର୍ମକାରୀଙ୍କ ଅଧ୍ୟକ୍ଷ ଥିଲା ଓ ଅହୀଲୂଦର ପୁତ୍ର ଯିହୋଶାଫଟ୍ ଇତିହାସ ଲେଖକ,
25ଶିବା ଲେଖକ ଥିଲା; ପୁଣି ସାଦୋକ ଓ ଅବୀୟାଥର ଯାଜକ ଥିଲେ;
26ପୁଣି ଯାୟୀରୀୟ ଈରା ମଧ୍ୟ ଦାଉଦଙ୍କର ଯାଜକ ଥିଲା।
Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.