29ନଟୋଫାତୀୟ ବାନାର ପୁତ୍ର ହେଲବ, ବିନ୍ୟାମୀନ୍ ବଂଶୀୟ ଗିବୀୟା ନିବାସୀ ରୀବୟର ପୁତ୍ର ଇତ୍ତୟ;
30ପିରୀୟାଥୋନୀୟ ବନାୟ, ଗାଶ୍-ନଦୀତୀର ନିବାସୀ ହିଦ୍ଦୟ;
31ଅର୍ବତୀୟ ଅବିୟେଲ୍ବୋନ, ବରହୂମୀୟ ଅସ୍ମାବତ୍;
32ଶାଲ୍ବୋନୀୟ ଇଲୀୟହବା, ଯାଶେନ୍ର ପୁତ୍ରଗଣ, ଯୋନାଥନ;
33ହରାରୀୟ ଶମ୍ମ, ହରାରୀୟ ଶାରରର ପୁତ୍ର ଅହୀୟାମ;