33ହରାରୀୟ ଶମ୍ମ, ହରାରୀୟ ଶାରରର ପୁତ୍ର ଅହୀୟାମ;
34ମାଖାଥୀୟର ପୌତ୍ର ଅହସ୍ବୟର ପୁତ୍ର ଇଲୀଫେଲଟ୍, ଗୀଲୋନୀୟ ଅହୀଥୋଫଲର ପୁତ୍ର ଇଲୀୟାମ;
35କର୍ମିଲୀୟ ହିଷ୍ରୟ, ଅର୍ବୀୟ ପାରୟ;
36ସୋବା ନିବାସୀ ନାଥନର ପୁତ୍ର ଯିଗାଲ, ଗାଦୀୟ ବାନି;
37ଅମ୍ମୋନୀୟ ସେଲକ୍, ସରୁୟାର ପୁତ୍ର ଯୋୟାବର ଅସ୍ତ୍ରବାହକ ବେରୋତୀୟ ନହରୟ;