36ସୋବା ନିବାସୀ ନାଥନର ପୁତ୍ର ଯିଗାଲ, ଗାଦୀୟ ବାନି;37ଅମ୍ମୋନୀୟ ସେଲକ୍, ସରୁୟାର ପୁତ୍ର ଯୋୟାବର ଅସ୍ତ୍ରବାହକ ବେରୋତୀୟ ନହରୟ;38ଯିତ୍ରୀୟ ଈରା, ଯିତ୍ରୀୟ ଗାରେବ୍;39ହିତ୍ତୀୟ ଊରୀୟ; ସର୍ବସୁଦ୍ଧା ସଇଁତିରିଶ ଜଣ।