ଦ୍ୱିତୀୟ ଶାମୁୟେଲ 3

ପୁଣି ହିବ୍ରୋଣରେ ଦାଉଦଙ୍କର କେତେକ ପୁତ୍ର ଜାତ ହେଲେ; ତାଙ୍କର ପ୍ରଥମଜାତ ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମ୍‍ଠାରୁ ଜାତ;

2 Samuel 3:2 (UKJV) And unto David were sons born in Hebron: and his firstborn was Amnon, of Ahinoam the Jezreelitess;

1ଏଥିଉତ୍ତାରେ ଶାଉଲ ବଂଶ ଓ ଦାଉଦ ବଂଶ ମଧ୍ୟରେ ଦୀର୍ଘ କାଳ ଯୁଦ୍ଧ ହେଲା; ପୁଣି ଦାଉଦ ଧୀରେ ଧୀରେ ବଳବାନ ହେଲେ, ମାତ୍ର ଶାଉଲ ବଂଶ ଧୀରେ ଧୀରେ କ୍ଷୀଣ ହେଲେ।

2ପୁଣି ହିବ୍ରୋଣରେ ଦାଉଦଙ୍କର କେତେକ ପୁତ୍ର ଜାତ ହେଲେ; ତାଙ୍କର ପ୍ରଥମଜାତ ଅମ୍ନୋନ, ସେ ଯିଷ୍ରିୟେଲୀୟା ଅହୀନୋୟମ୍‍ଠାରୁ ଜାତ;

3ପୁଣି ଦ୍ୱିତୀୟ ପୁତ୍ର କିଲାବ୍‍, ସେ କର୍ମିଲୀୟ ନାବଲର ଭାର୍ଯ୍ୟା ଅବୀଗଲଠାରୁ ଜାତ, ପୁଣି ତୃତୀୟ ଅବଶାଲୋମ, ସେ ଗଶୂରର ରାଜା ତଲ୍ମୟର କନ୍ୟା ମାଖାର ପୁତ୍ର।

4ପୁଣି ଚତୁର୍ଥ ଅଦୋନୀୟ, ସେ ହଗୀତର ପୁତ୍ର; ପୁଣି ପଞ୍ଚମ ଶଫଟୀୟ, ସେ ଅବିଟଲର ପୁତ୍ର।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.