୨ ଥେସଲନୀକୀୟ 1

ତାହାହେଲେ ଆମ୍ଭମାନଙ୍କ ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ୱିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ୱିତ ହେବ।

2 Thessalonians 1:12 (UKJV) That the name of our Lord Jesus Christ may be glorified in you, and all of you in him, according to the grace of our God and the Lord Jesus Christ.

10ସେହି ଦିନ ସେମାନେ ଦଣ୍ଡ ପାଇବେ, ଅର୍ଥାତ୍‍ ପ୍ରଭୁଙ୍କ ଛାମୁରୁ ଓ ତାହାଙ୍କ ପରାକ୍ରମର ଗୌରବରୁ ଦୂରେଇ ଯାଇ ଅନନ୍ତ ବିନାଶ ଭୋଗ କରିବେ।

11ଏଣୁ ଆମ୍ଭମାନଙ୍କ ଈଶ୍ବର ଯେପରି ତୁମ୍ଭମାନଙ୍କୁ ଆପଣା ଆହ୍ୱାନର ଯୋଗ୍ୟ ବୋଲି ଗଣନା କରନ୍ତି, ପୁଣି ସମସ୍ତ ଉତ୍ତମତା ଓ ବିଶ୍ୱାସର କର୍ମ ଶକ୍ତିରେ ସିଦ୍ଧ କରନ୍ତି, ସେଥିପାଇଁ ମଧ୍ୟ ଆମ୍ଭେମାନେ ସର୍ବଦା ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରୁଅଛୁ;

12ତାହାହେଲେ ଆମ୍ଭମାନଙ୍କ ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅନୁଗ୍ରହ ଅନୁସାରେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ନାମ ତୁମ୍ଭମାନଙ୍କଠାରେ ଗୌରବାନ୍ୱିତ ହେବ, ଆଉ ତୁମ୍ଭେମାନେ ତାହାଙ୍କଠାରେ ଗୌରବାନ୍ୱିତ ହେବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.