12ଦୀମିତ୍ରୀୟଙ୍କ ସପକ୍ଷରେ ସମସ୍ତେ ସାକ୍ଷ୍ୟ ଦେଇଅଛନ୍ତି; ସତ୍ୟ ନିଜେ ସୁଦ୍ଧା ସାକ୍ଷ୍ୟ ଦେଇଅଛି; ଆମ୍ଭେମାନେ ମଧ୍ୟ ସାକ୍ଷ୍ୟ ଦେଉଅଛୁ, ଆଉ ଆମ୍ଭମାନଙ୍କ ସାକ୍ଷ୍ୟ ଯେ ସତ୍ୟ; ଏହା ତୁମ୍ଭେ ଜାଣୁଅଛ।
13ତୁମ୍ଭ ନିକଟକୁ ମୋହର ଅନେକ ବିଷୟ ଲେଖିବାକୁ ଅଛି, କିନ୍ତୁ କାଳି ଓ କଲମରେ ତାହା ଲେଖିବାକୁ ଇଚ୍ଛା କରୁ ନାହିଁ।
14ମୋହର ଆଶା ଯେ, ଶୀଘ୍ର ତୁମ୍ଭ ସହିତ ଦେଖା ହେବ, ଆଉ ଆମ୍ଭେମାନେ ମୁଖାମୁଖି ହୋଇ କଥାବାର୍ତ୍ତା କରିବା।
15ତୁମ୍ଭ ପ୍ରତି ଶାନ୍ତି ହେଉ; ମିତ୍ରମାନେ ତୁମ୍ଭକୁ ନମସ୍କାର ଜଣାଉଅଛନ୍ତି। ପ୍ରତ୍ୟେକଙ୍କ ନାମ ଘେନି ମିତ୍ରମାନଙ୍କୁ ନମସ୍କାର ଜଣାଅ।