ପ୍ରେରିତ 1

ସେହି ପ୍ରେରିତପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ।”

Acts 1:25 (UKJV) That he may take part of this ministry and apostleship, from which Judas by transgression fell, that he might go to his own place.

23ସେଥିରେ ସେମାନେ ଦୁଇ ଜଣଙ୍କୁ, ଅର୍ଥାତ୍‍ ଯୋଷେଫଙ୍କୁ, ଯାହାକୁ ବର୍ଶବ୍ବା ବୋଲି କହନ୍ତି ଓ ଯାହାଙ୍କ ଉପନାମ ଯୂସ୍ତ, ତାହାଙ୍କୁ ଓ ମଥିୟଙ୍କୁ ପୃଥକ୍ କରି ଏହି ପ୍ରାର୍ଥନା କଲେ,

24“ହେ ସର୍ବାନ୍ତର୍ଯ୍ୟାମୀ ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି,

25ସେହି ପ୍ରେରିତପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ।”

26ଆଉ, ସେମାନେ ସେହି ଦୁଇ ଜଣଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ପୁଣି, ମଥିୟଙ୍କ ନାମରେ ଗୁଲି ଉଠିଲା; ସେଥିରେ ସେ ଏଗାର ଜଣ ପ୍ରେରିତଙ୍କ ସହିତ ଗଣିତ ହେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.