24“ହେ ସର୍ବାନ୍ତର୍ଯ୍ୟାମୀ ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି,
25ସେହି ପ୍ରେରିତପଦ ଗ୍ରହଣ କରିବା ପାଇଁ ଏହି ଦୁଇ ଜଣଙ୍କ ମଧ୍ୟରୁ ତୁମ୍ଭେ କାହାକୁ ମନୋନୀତ କରିଅଛ, ତାହା ଦେଖାଇଦିଅ।”
26ଆଉ, ସେମାନେ ସେହି ଦୁଇ ଜଣଙ୍କ ନିମନ୍ତେ ଗୁଲିବାଣ୍ଟ କଲେ, ପୁଣି, ମଥିୟଙ୍କ ନାମରେ ଗୁଲି ଉଠିଲା; ସେଥିରେ ସେ ଏଗାର ଜଣ ପ୍ରେରିତଙ୍କ ସହିତ ଗଣିତ ହେଲେ।