ପ୍ରେରିତ 15

ଆଉ ସେ ସିରିୟା ଓ କିଲିକିୟା ଦେଇ ଯାଉ ଯାଉ ମଣ୍ଡଳୀ-ସମୂହକୁ ସୁସ୍ଥିର କଲେ।

Acts 15:41 (UKJV) And he went through Syria and Cilicia, confirming the churches.

39ସେଥିରେ ଘୋର ବିବାଦ ଘଟିବାରୁ ସେମାନେ ପରସ୍ପରଠାରୁ ପୃଥକ୍ ହେଲେ, ବର୍ଣ୍ଣବ୍ବା ମାର୍କଙ୍କୁ ସାଙ୍ଗରେ ଘେନି ଜାହାଜରେ ସାଇପ୍ରସ୍ ଦ୍ବୀପକୁ ଗମନ କଲେ,

40କିନ୍ତୁ ପାଉଲ ଶୀଲାଙ୍କୁ ମନୋନୀତ କରି ଭାଇମାନଙ୍କ ଦ୍ୱାରା ପ୍ରଭୁଙ୍କ ଅନୁଗ୍ରହରେ ସମର୍ପିତ ହୋଇ ପ୍ରସ୍ଥାନ କଲେ,

41ଆଉ ସେ ସିରିୟା ଓ କିଲିକିୟା ଦେଇ ଯାଉ ଯାଉ ମଣ୍ଡଳୀ-ସମୂହକୁ ସୁସ୍ଥିର କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.